• Wed. Apr 15th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦଳିତ ଆରକ୍ଷଣ ବିରୋଧି ମନ୍ତବ୍ୟ ବିରୁଧରେ ସାମ୍ବାଦିକ ସମ୍ମିଳନୀ

Bymamatanews

Oct 1, 2024
Spread the love

ଅନୁଗୋଳ ଜିଲ୍ଲା ରାଣିଗୁଡା ସ୍ଥିତ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦଳିତ ଆରକ୍ଷଣ ବିରୋଧି ମନ୍ତବ୍ୟ ବିରୁଧରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସୂଚନା ଯେ, ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ଅନୁଗୋଳ ତତଫରୁ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଦଳିତ ଆରକ୍ଷଣ ବିରୋଧି ମନ୍ତବ୍ୟ ବିରୁଧରେ ଏକ ପ୍ରତିବାଦ ସଭା ସହ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୋଳ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ ଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହିଥିଲେ।

Leave a Reply

Your email address will not be published. Required fields are marked *