• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ବିଦ୍ୟୁତ ସଟସର୍କିଟ ଯୋଗୁ ବ୍ୟାଙ୍କରେ ଲାଗିଲା ନିଆଁ

Bymamatanews

Feb 9, 2025
Spread the love

ଜଗତସିଂହପୁର ଜିଲ୍ଲା ସଦର ମହକୁମା ସ୍ଥିତ ଦୁର୍ଗା ବଜାରରେ ଠାରେ ଅବସ୍ତିତ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ବିଦ୍ୟୁତ ସଟସର୍କିଟ ଯୋଗୁ ନିଆଁ ଲାଗି ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର ୩ଟି ଗାଡି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ପ୍ରଭାତ ରୁ ବ୍ୟାଙ୍କ ଭିତରୁ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ସଦରଥାନା ଅଧିକାରୀ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳେଇଛନ୍ତି ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *