• Thu. Oct 30th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

Bymamatanews

Jul 14, 2025
Spread the love

ଅନୁଗୋଳ : ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ୨୯ଟି ଅଭିଯୋଗ ଗ୍ରହଣ କରାଯଇଥିଲା ।

ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି କରାଯଇଥିଲା । ୪ଜଣଙ୍କୁ ରେଡକ୍ରସ ପାଣ୍ଡିରୁ ୩୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *