• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ

Bymamatanews

Nov 23, 2024
Spread the love

ଅନୁଗୋଳ ଜିଲ୍ଲା ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରତିମୟୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶାନ୍ତନୁ କୁମାର ସର, ଧରଣୀଧର ନାଥ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କେ ଶ୍ରବଣ କୁମାର ଯୋଗ ଦେଇଥିଲେ। ପ୍ରଥମ ପ୍ରଦୀପ ପ୍ରଜ୍ବଳନ କରି ସମାରୋହ କୁ ଆରମ୍ବ କରିଥିଲେ। ସମସ୍ତ ଅତିଥି ମାନେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖିଥିଲେ। ଉଚ୍ଚ ବିଦ୍ୟାଳୟ ସ୍ତରରେ ପୂର୍ବରୁ ହୋଇଥିବା ପ୍ରତି ଯୋଗୀତା ରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *