• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ମା କୁ ପିଟି ପିଟି ହତ୍ୟା କଲା ଜନ୍ମ କଲା ପୁଅ

Bymamatanews

Nov 24, 2024
Spread the love

ଜନ୍ମ କଲା ପୁଅ ହେଲା ସଇତାନ

ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ଶୁଶୁଡା ଗ୍ରାମରେ ମା କୁ ପିଟି ପିଟି ହତ୍ୟା କଲା ଜନ୍ମ କଲା ପୁଅ। ସୂଚନା ଯେ, ଆଜି ସକାଳ ସମୟରେ ସୁସୁଡା ଗ୍ରାମର ସୁଧାକର ନାଏକ ଙ୍କ ପୁଅ ସରୋଜ ନାଏକ ନିଜ ମା ଲତା ନାଏକ (୭୦)କୁ ପିଟି ପିଟି ହତ୍ୟା କରିଥିଲା। ଏ ଖବର୍ ଗାଁ ଲୋକ ଜାଣିବା ପରେ ପୋଲିସ କୁ ଖବର ଦେଇଥିଲେ। ଟାଉନ୍ ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ବ କରିବା ସହ ମା କୁ ହତ୍ୟା କରିଥିବା ପୁଅ ସରୋଜ କୁ ଅଟକ ରଖି ପଚରାଉଚରା କରୁଛି।

Leave a Reply

Your email address will not be published. Required fields are marked *