• Tue. Oct 28th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

Bymamatanews

Aug 25, 2025
Spread the love

ଅନୁଗୋଳ, ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ସେଥୁମଧ୍ୟରୁ ୨୩ଟି *ବ୍ୟକ୍ତିଗତ ଓ ୪ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗ ଶୁଣାଣି କରାଯାଇଥିଲା । ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ଯ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *