• Fri. Apr 17th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସହୀଦ ଦିବସ ପାଳିତ।

Bymamatanews

Jan 30, 2026
Spread the love

ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସହୀଦ ଦିବସ ଜିଲ୍ଲାକାର୍ଯ୍ୟାଳୟ ସମ୍ମିଳନୀକକ୍ଷରେ ପାଳନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି ସଭାରେ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଦୁଇ ମିନିଟ୍ ନୀରବ ପାର୍ଥନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୂପମା ପାଣି, ଡେପୁଟି କଲେକ୍ଟର ଶ୍ରୀ ଜୟକୃଷ୍ଣ ପାତ୍ର, ଡେପୁଟି କଲେକ୍ଟର (ନିର୍ବାଚନ) ଶ୍ରୀମତୀ ମମତା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ ଧଳ, ଡେପୁଟି କଲେକ୍ଟର (ରାଜସ୍ୱ) ମଧୁସ୍ମିତା ବିଶି ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *