• Wed. Oct 29th, 2025

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

Bymamatanews

May 28, 2025
Spread the love

ଅନୁଗୋଳ,:ଆଜି ଜିଲ୍ଲାପାଳ ଶ୍ରୀ ଅବ୍ଦାଲ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦର ମହକୁମା (ସର୍କିଟ ହାଉସ୍ ଅଡିଟୋରିୟମ) ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି 1 ଜନଶୁଣାଣି ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ଫଇସଲ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଗର ଶୁଣାଣି ହୋଇଥିବାବେଳେ ୬ଟି ଅଭିଯୋଗର ତୁରନ୍ତ ସଲା କରାଯାଇଥିଲା ।୩ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୨୨ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର । ) ମହାପାତ୍ର, ଅତିରିକ୍ତ କରାଯାଇଥୁଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେନ୍ଦ୍ରନାଥ ରାୟଗୁରୁ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା | ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅନୁଗୋଳ ତହସିଲଦାର ଶ୍ରୀ ଆଲୋକ କୁମାର ଦେହୁରୀ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜୟଜିତ୍ ଧଳ, ଜିଲ୍ଲା ଶିକ୍ଷା ଅଧିକାରୀ ଚାରୀ ଶ୍ରୀ । ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ । ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧ୍ବକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ୫ ଲୁଗୁନ୍, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ଶିବାଶିଷ କାନୁନଗୋ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସ ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଥୁବାଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *