• Thu. Apr 16th, 2026

Mamata News

ଆପଣଙ୍କ ସ୍ବର ଆମ ମାଧ୍ୟମ

ଶିଶୁ ଶ୍ରମିକ ନିରାକରଣ ସଚେତନତା ପକ୍ଷ ପାଳନ ଉପଲକ୍ଷେ ପଦଯାତ୍ରା

Bymamatanews

Jun 19, 2025
Spread the love

ଶ୍ରମିକ ନିରାକରଣ ସଚେତନ‌ତା ପକ୍ଷ ପାଳନ ନିମନ୍ତେ ଏକ ଜନ ସଚେତନତା ପଦଯାତ୍ରା ଅନୁଗୋଳ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ଆୟୋଜିତ ହୋଇଥିବା ବିକାଶ ମେଳା ଠାରୁ ବାହାରି

ଅନୁଗୋଳ ସହର ପରିକ୍ରମା କରିଥିଲା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଆଇଏ ଏସ୍ ପ୍ରୋବେସନର କସ୍ତୁରୀ ସି, ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀ କୁବେର ବେହେରା, ପ୍ରଭାଗୀୟ ଶ୍ରମ ଆୟୁକ୍ତ ଇତିଶ୍ରୀ ଗାଗରାଇ, ଜିଲ୍ଲା ଶ୍ରମ ଅଧିକାରିଣୀ (କଲ୍ୟାଣ) ଶ୍ରୀମତୀ ଲିରିକା ରାୟ, ଜିଲ୍ଲା ଶ୍ରମ ଅଧିକାରିଣୀ (ପ୍ରବର୍ତନ) ଶ୍ରୀମତୀ ପ୍ରିୟମ,ଦା ସ୍ବାଇଁ, ସହକାରୀ ଶ୍ରମ ଅଧୂକାରୀ ଶ୍ରୀ ଦେବ ପ୍ରସାଦ ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀ ଶଙ୍କର ବେହେରା, ଟ୍ରେଡ ୟୁନିୟନର ସଦସ୍ୟ,ସ୍ବେଛାସେବୀ ସଙ୍ଗଠନର ପ୍ରତିନିଧଙ୍କ ସମେତ ଶ୍ରମ ବିଭାଗର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *