୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ
ଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ…
